Advertisment

ଜଗଦୀପ ଧନଖଡ଼ ଉପରାଷ୍ଟ୍ରପତି ନିର୍ବାଚିତ

ଜଗଦୀପ ଧନଖଡ଼ଙ୍କୁ ମିଳିଛି ୫୨୮ ଖଣ୍ଡ ଭୋଟ୍।

ଅଦ୍ୟତନ ହୋଇଛି
New Vice President

New Vice President

Advertisment

ଧନଖଡ଼ ଉପରାଷ୍ଟ୍ରପତି। ଜଗଦୀପ ଧନଖଡ଼ ଉପରାଷ୍ଟ୍ରପତି ନିର୍ବାଚିତ। ମିଳିତ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ହରାଇଲେ ଧନଖଡ଼। ଜଗଦୀପ ଧନଖଡ଼ଙ୍କୁ ମିଳିଛି ୫୨୮ ଖଣ୍ଡ ଭୋଟ୍। ସେହିପରି ମାର୍ଗାରେଟ୍ ଆଲଭାଙ୍କୁ ମିଳିଛି ୧୮୨ ଖଣ୍ଡ ଭୋଟ୍। ୧୫ଟି ଭୋଟ୍ ନାକଚ ହୋଇଯାଇଥିବା ସୂଚନା ମିଳିଛି। ମୋଟ ୭୨୫ ଜଣ ସାଂସଦ ଭୋଟ୍  ଦେଇଥିଲେ।

Advertisment

ନବନିର୍ବାଚିତ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ପ୍ରଧାନମନ୍ତ୍ରୀ ଭେଟିଛନ୍ତି। ଧନଖଡ଼ଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। 

Advertisment

Jagdeep Dhankhar Vice President Election
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ