Advertisment

କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ମଣ୍ଡି ଭିତ୍ତିଭୂମି ସୁଦୃଢ଼ କରିବାକୁ ୧ ଲକ୍ଷ କୋଟି ଟଙ୍କା ଅନୁଦାନକୁ ମିଳିଲା ମଂଜୁରୀ

ବୈଠକ ପରେ ପ୍ରେସମିଟ୍‌ରେ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଏହି ସୂଚନା ଦେଇଛନ୍ତି। ଏଥିସହ ରାଜ୍ୟମାନଙ୍କ ପାଇଁ ୨୩ ହଜାର ୧୨୩ କୋଟି ଟଙ୍କାର ଜରୁରୀକାଳୀନ କୋଭିଡ଼ ପାଣ୍ଠି ମଂଜୁର କରାଯାଇଛି। କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଏହି ସୂଚନା ଦେଇଛନ୍ତି।

କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ମଣ୍ଡି ଭିତ୍ତିଭୂମି ସୁଦୃଢ଼ କରିବାକୁ ୧ ଲକ୍ଷ କୋଟି ଟଙ୍କା ଅନୁଦାନକୁ ମିଳିଲା ମଂଜୁରୀ

Farmer

Advertisment

ନୂଆଦିଲ୍ଲୀ: ଟିମ୍ ପରେ କେନ୍ଦ୍ର କ୍ୟାବିନେଟ ବୈଠକରେ କୃଷି ଓ କୋଭିଡ୍ ମୁକାବିଲା ସଂପର୍କରେ ବଡ଼ ନିଷ୍ପତ୍ତି ନିଆଯାଇଛି। ଚାଷୀଙ୍କ ସହାୟତା ପାଇଁ ମଣ୍ଡି ଭିତ୍ତିଭୂମି ସୁଦୃଢ଼ କରିବାକୁ ୧ ଲକ୍ଷ କୋଟି ଟଙ୍କା ଅନୁଦାନକୁ ମଂଜୁରୀ ଦିଆଯାଇଛି। ବୈଠକ ପରେ ପ୍ରେସମିଟ୍‌ରେ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଏହି ସୂଚନା ଦେଇଛନ୍ତି। ଏଥିସହ ରାଜ୍ୟମାନଙ୍କ ପାଇଁ ୨୩ ହଜାର ୧୨୩ କୋଟି ଟଙ୍କାର ଜରୁରୀକାଳୀନ କୋଭିଡ଼ ପାଣ୍ଠି ମଂଜୁର କରାଯାଇଛି। କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଏହି ସୂଚନା ଦେଇଛନ୍ତି।

Advertisment

ତେବେ ଏଥର କେନ୍ଦ୍ର ମନ୍ତ୍ରିମଣ୍ଡଳ ସଂପ୍ରସାରଣ ପରେ ମୋଦିଙ୍କ ନୂଆ ଟିମରେ ଓଡ଼ିଶାରୁ ସ୍ଥାନ ପାଇଛନ୍ତି ଦୁଇ ଜଣ ସାଂସଦ। ରାଜ୍ୟସଭା ସାଂସଦ ଅଶ୍ୱିନୀ କୁମାର ବୈଷ୍ଣବ କ୍ୟାବିନେଟ୍ ପାହ୍ୟା ମନ୍ତ୍ରୀ ହୋଇଥିବାବେଳେ ଓ ମୟୂରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁ ହୋଇଛନ୍ତି ମନ୍ତ୍ରୀ। ଉଭୟେ ପ୍ରଥମ ଥର ସାଂସଦ ସାଙ୍ଗକୁ ମିନିଷ୍ଟର ହେବାର ସୁଯୋଗ ପାଇଛନ୍ତି। ତେବେ ମୋଦିଙ୍କ ମିନିଷ୍ଟ୍ରିରୁ ବାଦ୍ ପଡ଼ିଥିଲେ ବାଲେଶ୍ୱର ସାଂସଦ ତଥା ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ।

Advertisment
Union Govt Narendra Modi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ