ଅଦ୍ୟତନ ହୋଇଛି
Bomb Scare
Advertisment
ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ। ମୁମ୍ବାଇରୁ ନ୍ୟୁୟର୍କ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନକୁ ବୋମାରେ ଉଡ଼ାଇ ଦେବାକୁ ମିଳିଥିଲା ଧମକ। ଏହାପରେ ମଝି ଆକାଶରେ ବିମାନକୁ ଡାଇଭର୍ଟ କରାଯାଇଥିଲା । ଧମକ ମିଳିବା ପରେ ବିମାନଟିର ଗତିପଥ ପରିବର୍ତ୍ତନ କରାଯାଇ ଦିଲ୍ଲୀ ବିମାନ ବନ୍ଦରରେ ଜରୁରୀକାଳୀନ ଅବତରଣ କରାଯାଇଥିଲା। ସମସ୍ତ ଯାତ୍ରୀ ଏବଂ ବିମାନ କର୍ମଚାରୀଙ୍କୁ ବିମାନରୁ ସୁରକ୍ଷିତ ଭାବେ ବାହାରକୁ ଓହ୍ଲାଇ ଦିଆଯାଇଛି। ବର୍ତ୍ତମାନ ବିମାନଟିର ଯାଞ୍ଚ ଚାଲିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Bomb_Scare_1728884261.jpg)