Advertisment

ଦିଲ୍ଲୀରେ ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ

ଦିଲ୍ଲୀରେ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଯାଇଥିବା ସୂଚନା ମିଳିଛି। ଏନେଇ କ୍ଲିନିକାଲ ପ୍ରମାଣ ମିଳିଛି।

ଅଦ୍ୟତନ ହୋଇଛି
Coronavirus

Coronavirus

Advertisment

ଦିଲ୍ଲୀରେ ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଯାଇଥିବା ସୂଚନା ମିଳିଛି। ଏନେଇ କ୍ଲିନିକାଲ ପ୍ରମାଣ ମିଳିଛି। ଦିଲ୍ଲୀରେ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଯାଇଥିବା ନେଇ ଦିଲ୍ଲୀ ILBSର କ୍ଲିନିକାଲ ଭାଇରୋଲୋଜି ବିଭାଗ ସୂଚନା ଦେଇଛି। 

Advertisment

ଦିଲ୍ଲୀରେ କରୋନା ସଂକ୍ରମଣ ମଧ୍ୟ ବଢ଼ିବାରେ ଲାଗିଛି। ଗତ ସପ୍ତାହରୁ ୨୦ ହଜାର ପାର୍ କରୋନା ଟାଲି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ କରୋନା ସଂକ୍ରମଣ ୨୪ ହଜାର ପାର୍‌ କରିଛି। ଏବେ ତୃତୀୟ ଲହର ପିକ୍‌ରେ ପହଞ୍ଚିଥିବା ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ସୂଚନା ଦେଇଛନ୍ତି। 

ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୪୧କୁ ବୃଦ୍ଧି ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

Advertisment

ସେପଟେ ଦେଶରେ କାୟା ମେଲାଉଛି କରୋନା। ୩ ଲକ୍ଷ ମୁହାଁ ଏବେ ସଂକ୍ରମଣ। ଦେଶରେ ଦିନକରେ ୨ ଲକ୍ଷ ୬୮ ହଜାର ୮୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲିଠାରୁ ଆଜି ୪ ହଜାର ୬୩୧ ଜଣ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଦୈନିକ ପଜିଟିଭିଟି ହାର ୧୬.୬୬% ରହିଛି। 

Omicron Omicron Variant Omicron Cases In Delhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ