• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରୁଛନ୍ତି। କାହାକୁ ସେ କ’ଣ ଦେବେ, ତା ଉପରେ ସାରା ଦେଶର ନଜର ରହିଛି। ଏହି ଅବସରରେ ସ୍କୁଲ୍‌ ପିଲାଙ୍କ ପାଇଁ ପିଏମ୍ ଇ-ବିଦ୍ୟା କାର୍ଯ୍ୟକ୍ରମ ଆରମ୍ଭ ନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି।

  • ସ୍କୁଲ୍‌ ପିଲାଙ୍କ ପାଇଁ ପିଏମ୍ ଇ-ବିଦ୍ୟା କାର୍ଯ୍ୟକ୍ରମ ଆରମ୍ଭ ହେବ
  • ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ଟିଭି ଜରିଆରେ ହେବ
  • ଆଞ୍ଚଳିକ ଭାଷାରେ ପିଲାଙ୍କ ପାଠପଢ଼ା ପାଇଁ ୨ଶହ ଚ୍ୟାନେଲ ହେବ
  • ନ୍ୟାସନାଲ୍‌ ଟେଲି ମେଣ୍ଟାଲ ହେଲ୍‌ଥ କାର୍ଯ୍ୟକ୍ରମ ଆରମ୍ଭ କରାଯିବ
  • ନିମହାନ୍ସ ସହାୟତାରେ ଆରମ୍ଭ କରାଯିବ ଟେଲି ମେଣ୍ଟାଲ ହେଲ୍‌ଥ
  • ଅଙ୍ଗନବାଡ଼ିକୁ ଅଧିକ ସୁଦୃଢ଼ କରାଯିବ
  • ଏହି ଯୋଜନାରେ ଦେଶରେ ୨ ଲକ୍ଷ ଅଙ୍ଗନବାଡ଼ିକୁ ଅପଗ୍ରେଡ କରାଯିବ