Petrol-Diesel
Advertisment
ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶବାସୀଙ୍କୁ ଦୀପାବଳି ଉପହାର । କମିଲା ପେଟ୍ରୋଲ-ଡିଜେଲ ଦର । ପେଟ୍ରୋଲ ଓ ଡିଜେଲ ଉପରୁୁ କମିଲା ଏକ୍ସସାଇଜ୍ ଡ୍ୟୁଟି । ପେଟ୍ରୋଲ ଦର ୫ ଟଙ୍କା, ଡିଜେଲ ୧୦ ଟଙ୍କା କମିଲା । ଡିଜେଲ ଉପରୁ ଏକ୍ସସାଇଜ୍ ଡ୍ୟୁଟି ୧୦ ଟଙ୍କା କମିଥିବା ବେଳେ ପେଟ୍ରୋଲ ଉପରୁ ଏକ୍ସସାଇଜ୍ ଡ୍ୟୁଟି ୫ ଟଙ୍କା କମିଲା । ଆଜି ମଧ୍ୟରାତ୍ରିରୁ ଲାଗୁ ହେବ ନୂଆ ଦର ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1635951395.jpg)