/odishatv-khabar/media/post_attachments/uploadimage/library/16_9/16_9_0/IMAGE_1726021543.jpg)
Semicon India -2024
ଆଜି ସେମିକନ୍ ଇଣ୍ଡିଆ ୨୦୨୪କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଉତ୍ତରପ୍ରଦେଶର ଗ୍ରେଟର ନୋଏଡାରେ ହେବାକୁ ଥିବା ଇଣ୍ଡିଆ ଏକ୍ସପୋ ମାର୍ଟରେ ସେମିକନ୍ ଇଣ୍ଡିଆକୁ ଉଦଘାଟନ କରିବେ । ସେମିକଣ୍ଡକ୍ଟର ଡିଜାଇନ୍, ଉତ୍ପାଦନ ଏବଂ ପ୍ରଯୁକ୍ତିବିଦ୍ୟା ବିକାଶ ପାଇଁ ଭାରତକୁ ବିଶ୍ୱସ୍ତରୀୟ ହବରେ ପରିଣତ କରିବାକୁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ରହିଛି।
Advertisment
ଚଳିତ ବର୍ଷର ବିଷୟବସ୍ତୁ ‘ସାପିଂ ଦ ସେମିକଣ୍ଡକ୍ଟର୍ ଫ୍ୟୁଚର୍ ’କୁ ନେଇ ସେପ୍ଟେମ୍ବର ୧୩ ଯାଏ ତିନି ଦିନିଆ ସମ୍ମିଳନୀ ଆୟୋଜିତ ହେବ । ଏଥିରେ ବିଶ୍ୱସ୍ତରୀୟ ସେମିକଣ୍ଡକ୍ଟରର ପ୍ରମୁଖ ନେତୃତ୍ୱ ଯୋଗଦେବା ସହ ବିଶ୍ୱସ୍ତରୀୟ ନେତା, କମ୍ପାନୀ ଏବଂ ସେମିକଣ୍ଡକ୍ଟର ଶିଳ୍ପର ବିଶେଷଜ୍ଞମାନେ ଯୋଗଦେବେ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)