/odishatv-khabar/media/post_attachments/uploadimage/library/16_9/16_9_0/IMAGE_1757743080.jpg)
PM Modi likely to visit Odisha on September 27 after Manipur tour; to address rally in Berhampur
ପୁଣି ଥରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂତ୍ରରୁ ସୂଚନା ମିଳିଛି । ସୂଚନା ଅନୁସାରେ ଆସନ୍ତା ୨୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି ।୨୭ ଓ ୨୮ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବା ନେଇ ସୂଚନା ମିଳିଛି।
Advertisment
ଏହି ଗସ୍ତ ସମୟରେ ବ୍ରହ୍ମପୁରରେ ସରକାରୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ବର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ଓହ୍ଲାଇବା ପରେ ସେଠାରୁ ସିଧାସଳଖ ବ୍ରହ୍ମପୁର ଯିବେ ବୋଲି ପୋଲିସ ସୂତ୍ରରୁ ଜଣାପଡ଼ିଛି। ସେବା ପକ୍ଷ କାର୍ଯ୍ୟକ୍ରମରେ ଯୋଗଦେବେ ପିଏମ୍ । ବ୍ରହ୍ମପୁର ସମାବେଶରେ ପ୍ରଧାନମନ୍ତ୍ରୀ ଯୋଗ ଦେଇପାରନ୍ତି ବୋଲି ସୂଚନା ମିଳିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)