Murmu- modi Meet
ମୋଦିଙ୍କୁ ଭେଟିଲେ ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଦ୍ରୌପଦୀ ମୁର୍ମୁ। ଓଡ଼ିଶା ଭବନରେ ପହଞ୍ଚି ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି। ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ମଧ୍ୟ ଦ୍ରୌପଦୀ ଭେଟିଥିବା ସୂଚନା ମିଳିଛି। ଆସନ୍ତାକାଲି ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ ଦ୍ରୌପଦୀ।
Advertisment
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ NDAର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ#PMmodi#PresidentialElection#DraupadiMurmupic.twitter.com/SZ8JqzxbU8
— ଓଟିଭି (@otvkhabar) June 23, 2022
ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ମିଳିତ ବିରୋଧୀ ପ୍ରାର୍ଥୀ ଯଶୋବନ୍ତ ସିହ୍ନାଙ୍କ ସହ ଦ୍ରୌପଦୀଙ୍କର ହେବ ଲଢେଇ। ସଂଖ୍ୟା ଗଣିତକୁ ଦେଖିଲେ ଦ୍ରୌପଦୀଙ୍କ ବିଜୟ ସମ୍ଭାବନା ଅଧିକ ରହିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)