Advertisment

କିମ୍ବଦନ୍ତୀ ଉଦ୍ୟୋଗପତି ରତନ ଟାଟାଙ୍କ ପରଲୋକ; ୨୧ ବର୍ଷ ଟାଟା ଗ୍ରୁପକୁ ସମ୍ଭାଳିଥିଲେ

୮୬ ବର୍ଷ ବୟସରେ ଆଖି ବୁଜିଛନ୍ତି ଟାଟା ଟ୍ରଷ୍ଟ ଚେୟାରମ୍ୟାନ୍ ତଥା ଟାଟା ସନ୍ସର ଚେୟାରମ୍ୟାନ ଏମେରିଟସ୍ ରତନ ଟାଟା। ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ ସେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।

ଅଦ୍ୟତନ ହୋଇଛି
Ratan Tata

Ratan Tata

Advertisment

କିମ୍ବଦନ୍ତୀ ଉଦ୍ୟୋଗପତି ତଥା ପଦ୍ମ ବିଭୂଷଣ ରତନ ଟାଟାଙ୍କ ପରଲୋକ । ୮୬ ବର୍ଷ ବୟସରେ ଆଖି ବୁଜିଛନ୍ତି ଟାଟା ଟ୍ରଷ୍ଟ ଚେୟାରମ୍ୟାନ୍ ତଥା ଟାଟା ସନ୍ସର ଚେୟାରମ୍ୟାନ ଏମେରିଟସ୍ ରତନ ଟାଟା। ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ ସେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଦୁଇ ଦିନ ତଳେ ତାଙ୍କ ଅସୁସ୍ଥତାକୁ ନେଇ ଚର୍ଚ୍ଚା ହୋଇଥିଲେ ମଧ୍ୟ, ସୋସିଆଲ ମିଡିଆରେ ଏହାକୁ ଖଣ୍ଡନ କରିଥିଲେ ନିଜେ ରତନ ଟାଟା। 

Advertisment

ତେବେ ଆଜି ସେ ଆଇସିୟୁରେ ଥିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା । ନିଜର ଅମାୟିକ ବ୍ୟକ୍ତିତ୍ବ, ସରଳ ଜୀବନଶୈଳୀ, ମେଳାପି ସ୍ବଭାବ ଏବଂ ବଦାନ୍ୟତା ପାଇଁ ବେଶ୍ ପରିଚିତ ଥିଲେ ରତନ ଟାଟା ।

Advertisment


Ratan Tata Tata Group
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ