digital currency
- ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- କ୍ୟାପିଟାଲ ଏକ୍ସପେଣ୍ଡିଚର ୫.୫୪ ଲକ୍ଷ କୋଟିରୁ ୭.୫ ଲକ୍ଷ କୋଟିକୁ ବୃଦ୍ଧି
- କ୍ୟାପିଟାଲ ଏକ୍ସପେଣ୍ଡିଚର ମୋଟ ଜିଡିପିର ୪%
- ୨୦୨୨-୨୩ରେ ଡିଜିଟାଲ କରେନ୍ସି ଆରମ୍ଭ କରାଯିବ
- ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଆରମ୍ଭ ହେବ ଡିଜିଟାଲ କରେନ୍ସି
- ରାଜ୍ୟମାନଙ୍କୁ ବିନା ସୁଧରେ ୧ ଲକ୍ଷ କୋଟିର ଋଣ ଯୋଗାଇ ଦିଆଯିବ
- ୨୦୨୨-୨୩ରେ ମୋଟ ୩୯.୪୫ ଲକ୍ଷ କୋଟି ବ୍ୟୟବରାଦ ଲକ୍ଷ୍ୟ
- GSDPର ୬.୪ ପ୍ରତିଶତ ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)