• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଆଜି ଜମ୍ମୁ ଓ କାଶ୍ମୀରର ଭାଗ୍ୟ ନିର୍ଦ୍ଧାରଣ ଧାରା ୩୭୦ ଉଚ୍ଛେଦ ଉପରେ ସୁପ୍ରିମକୋର୍ଟ ଚୂଡ଼ାନ୍ତ ରାୟ ଦେବେ । ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ରାୟ ଶୁଣାଇବେ । ୨୦୧୯ରେ ଜମ୍ମୁ ଓ କାଶ୍ମୀରକୁ ସ୍ୱତନ୍ତ୍ର ମାନ୍ୟତା ଦେଉଥିବା ଧାରା ୩୭୦କୁ କେନ୍ଦ୍ର ସରକାର ଉଚ୍ଛେଦ କରିଥିଲେ ।

ଜମ୍ମୁ ଓ କାଶ୍ମୀର ରାଜ୍ୟକୁ ଭାଙ୍ଗି ଦୁଇ କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ ଓ କାଶ୍ମୀର ଏବଂ ଲଦାଖରେ ପରିଣତ କରାଯାଇଥିଲା । ମାତ୍ର NC, PDP ସମେତ ଏକାଧିକ ଦଳ ଏହାକୁ ବିରୋଧ କରିବା ସହ ସୁପ୍ରିମକୋର୍ଟରେ ପିଟିସନ ଦାଖଲ କରିଥିଲେ ।