Supreme Court to give its verdict on Article 370 today
Advertisment
ଆଜି ଜମ୍ମୁ ଓ କାଶ୍ମୀରର ଭାଗ୍ୟ ନିର୍ଦ୍ଧାରଣ ଧାରା ୩୭୦ ଉଚ୍ଛେଦ ଉପରେ ସୁପ୍ରିମକୋର୍ଟ ଚୂଡ଼ାନ୍ତ ରାୟ ଦେବେ । ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ରାୟ ଶୁଣାଇବେ । ୨୦୧୯ରେ ଜମ୍ମୁ ଓ କାଶ୍ମୀରକୁ ସ୍ୱତନ୍ତ୍ର ମାନ୍ୟତା ଦେଉଥିବା ଧାରା ୩୭୦କୁ କେନ୍ଦ୍ର ସରକାର ଉଚ୍ଛେଦ କରିଥିଲେ ।
Advertisment
ଜମ୍ମୁ ଓ କାଶ୍ମୀର ରାଜ୍ୟକୁ ଭାଙ୍ଗି ଦୁଇ କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ ଓ କାଶ୍ମୀର ଏବଂ ଲଦାଖରେ ପରିଣତ କରାଯାଇଥିଲା । ମାତ୍ର NC, PDP ସମେତ ଏକାଧିକ ଦଳ ଏହାକୁ ବିରୋଧ କରିବା ସହ ସୁପ୍ରିମକୋର୍ଟରେ ପିଟିସନ ଦାଖଲ କରିଥିଲେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/____1702271873.jpg)