oil price
ରାଜ୍ୟରେ ବେଲଗାମ୍ ତୈଳଦର। ଆଜି ପୁଣି ବଢିଛି ତୈଳ ଦର। ଦିଲ୍ଲୀରେ ୮୦ ଓ ମୁମ୍ବାଇରେ ୮୫ ପଇସା ଲେଖାଏଁ ପେଟ୍ରୋଲ, ଡିଜେଲ ଦର ବୃଦ୍ଧ ପାଇଛି। ସେହିପରି
ଚେନ୍ନାଇରେ ୭୬ ପଇସା ଲେଖାଏଁ ବଢ଼ିଛି ପେଟ୍ରୋଲ ଓ ଡିଜେଲ ଦର। କୋଲକାତାରେ ପେଟ୍ରୋଲ ୮୪ ଓ ଡିଜେଲ ୮୦ ପଇସା ବଢ଼ିଲା।
କେମିତି ଜାଣିବେ ନୂଆ ତୈଳ ଦର
ଦେଶରେ ସବୁଦିନ ସକାଳ ୬ ଟାରେ ୩ ଟି ତେଲ କମ୍ପାନୀ ଯଥା HPCL, BPCL ଏବଂ IOC ପକ୍ଷରୁ ପେଟ୍ରୋଲ ଏବଂ ଡିଜେଲର ନୂଆ ଦର ଜାରି କରାଯାଏ । ୱେବସାଇଟ୍ ମାଧ୍ୟମରେ ଗ୍ରାହକମାନେ ନୂଆ ଦର ଜାଣିପାରିବେ । ଏହା ସହ ମୋବାଇଲ୍ ଫୋନରେ SMS ମାଧ୍ୟମରେ ମଧ୍ୟ ନୂଆ ଦର ଜାଣିପାରିହେବ । ଯାହା ପାଇଁ ଗ୍ରାହକମାନଙ୍କୁ 92249 92249 ନମ୍ୱର କୁ ଏକ SMS ପଠାଇବାକୁ ପଡିବ । ଫଳରେ ସେମାନେ ପେଟ୍ରୋଲ ଏବଂ ଡିଜେଲର ନୂଆ ମୂଲ୍ୟ ବିଷୟରେ ଜାଣିପାରିବେ । ଏହି SMS ରେ RSP <ସ୍ପେସ୍> ପେଟ୍ରୋଲ ପମ୍ପ ଡିଲର କୋଡ୍ ଲେଖି 92249 92249 କୁ ପଠାଇବାକୁ ପଡିବ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/oil-price_1626412054.jpg)