• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବର୍ତ୍ତମାନ୨୦୨୨ ବଜେଟ୍ ଉପସ୍ଥାପନ କରୁଛନ୍ତି । କରୋନା ଅବଧିରେ ଉପସ୍ଥାପିତ ବଜେଟକୁ ନେଇ ସବୁ ମହଲରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି ।  

 

• ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ

• ଚଳିତ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୯.୨% ରହିଛି

• କରୋନା ମୁକାବିଲାରେ ଦେଶ ଉଲ୍ଲେଖନୀୟ କାର୍ଯ୍ୟ କରିଛି

• ସବକା ସାଥ୍ ସବକା ବିକାଶ ସହ ଦେଶ ଆଗକୁ ବଢ଼ୁଛି

• ୨୦୧୪ ଠାରୁ ସରକାର ଲୋକଙ୍କୁ ଶସକ୍ତୀକରଣ ଦିଗରେ ସରକାର ଚେଷ୍ଟା କରୁଛନ୍ତି

• ଡିବିଟି ଜରିଆରେ ଲୋକଙ୍କ ପାଖରେ ସିଧାସଳଖ ଟଙ୍କା ପହଞ୍ଚାଯାଉଛି

• ସ୍ୱାସ୍ଥ୍ୟ ଭିତ୍ତିଭୂମି, ତ୍ୱରିତ ଟିକାକରଣକୁ ସରକାର ଗୁରୁତ୍ୱ ଦେଉଛନ୍ତି

• ଆତ୍ମନିର୍ଭର ଭାରତ ଜରିଆରେ ୬୦ ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି କରାଯାଉଛି

• ନୀଳାଚଳ ଇସ୍ପାତ ନିଗମ ଲି. ବିନିବେଶ ଚୂଡ଼ାନ୍ତ କରାଯାଇଛି

• ଆତ୍ମନିର୍ଭରଶୀଳ ଭାରତର ୬୦ ଲକ୍ଷ ଯୁବକଙ୍କୁ ଚାକିରି ଦିଆଯିବ

• ଆଗାମୀ ତିନି ବର୍ଷରେ ୪୦୦ ବନ୍ଦେ ଭାରତ ଟ୍ରେନ୍ ଚାଲିବ

• ସମସ୍ତଙ୍କ ଗମନାଗମନ ବ୍ୟବସ୍ଥା ପାଇଁ ପିଏମ୍ ଗତିଶକ୍ତି

• ୫ଟି ନୂଆ ନଦୀ ସଂଯୋଗୀକରଣର ଯୋଜନା ରହିଛି

• ନୀଳାଚଳ ଇସ୍ପାତ ନିଗମ ଲି. ବିନିବେଶ ଚୂଡ଼ାନ୍ତ କରାଯାଇଛି

• ସମାଜର ସବୁ ବର୍ଗର ଲୋକଙ୍କ ଉନ୍ନତି ପାଇଁ ବଜେଟରେ ବ୍ୟବସ୍ଥା କରାଯାଇଛି

• ସମସ୍ତ ଗମନାଗମନ ବ୍ୟବସ୍ଥା ପାଇଁ ପିଏମ୍ ଗତିଶକ୍ତି ଆରମ୍ଭ ହେଉଛି

• ରେଲ୍, ରୋଡ୍, ଏୟାରେୱେଜ୍ , ୱାଟରେ ୱେଜ୍ ପାଇଁ ପିଏମ୍ ଗତିଶକ୍ତି

• ଲୋକଙ୍କୁ ନିର୍ବିଘ୍ନ ଯାତାୟତ ପାଇଁ ସରକାର ପ୍ରାଧାନ୍ୟ ଦେଉଛନ୍ତି

• ଚାଷୀଙ୍କୁ ଉତ୍ପାଦ ଖାଦ୍ୟ ପାଇଁ ୨.୩୭ ଲକ୍ଷ କୋଟି ଟଙ୍କା ପ୍ରଦାନ କରାଯିବ

• ଫସଲ ନିରୀକ୍ଷଣ, ରୋଗପୋକ ନିୟନ୍ତ୍ରଣ ପାଇଁ ଡ୍ରୋନ୍ ଉପଯୋଗ ହେବ

• ୫ଟି ନୂଆ ନଦୀ ସଂଯୋଗୀକରଣ ପ୍ରକଳ୍ପ ପାଇଁ ବଜେଟରେ ବ୍ୟବସ୍ଥା

• ୨୦୨୨-୨୩ରେ ଆଉ ୨୫ ହଜାର କିମି ହାଇୱେ ନିର୍ମାଣ ଲକ୍ଷ୍ୟ

• ସ୍କୁଲ ପିଲାଙ୍କ ପାଇଁ ପିଏମ୍-ଇ-ବିଦ୍ୟା କାର୍ଯ୍ୟକ୍ରମ ଆରମ୍ଭ ହେବ

• ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ଟିଭି ଜରିଆରେ ହେବ

• ଆଞ୍ଚଳିକ ଭାଷାରେ ପିଲାଙ୍କ ପାଠପଢ଼ା ପାଇଁ ୨ଶହ ଚ୍ୟାନେଲ ହେବ

• ନେସନାଲ ଟେଲି ମେଣ୍ଟାଲ ହେଲଥ କାର୍ଯ୍ୟକ୍ରମ ଆରମ୍ଭ କରାଯିବ

• ନିମହାନ୍ସ ସହାୟତାରେ ଆରମ୍ଭ କରାଯିବ ଟେଲି ମେଣ୍ଟାଲ ହେଲ୍ଥ

• ଅଙ୍ଗନବାଡ଼ିକୁ ଅଧିକ ସୁଦୃଢ଼ କରାଯିବ, ହେବ ସକ୍ଷମ- ଅଙ୍ଗନବାଡ଼ି

• ଏହି ଯୋଜନାରେ ଦେଶରେ ୨ ଲକ୍ଷ ଅଙ୍ଗନବାଡ଼ିକୁ ଅପଗ୍ରେଡ କରାଯିବ

• ୨୦୨୨-୨୩ରେ ୩ କୋଟି ୮୦ ଲକ୍ଷ ଘରକୁ ପାନୀୟ ଜଳ ଯୋଗାଣ ହେବ

• ୮୦ ଲକ୍ଷ ପିଏମ୍ ଆବାସ ପାଇଁ ୪୮ ହଜାର କୋଟି ବ୍ୟୟବରାଦ

• ନର୍ଥଇଷ୍ଟ ପାଇଁ ନୂଆ ଯୋଜନା ପିଏମ୍ ଡେଭଲପମେଣ୍ଟ ସ୍କିମ୍ ଆରମ୍ଭ ହେବ

• ୧୧୨ ଆକାଂକ୍ଷୀ ଜିଲ୍ଲା ଲକ୍ଷ୍ୟରେ ୯୫% ସଫଳ ହୋଇଛନ୍ତି

• କିଛି ଆକାଂକ୍ଷୀ ଜିଲ୍ଲା ଅନ୍ୟ ବିକଶିତ ଜିଲ୍ଲାକୁ ବି ପଛରେ ପକାଇ ଦେଇଛନ୍ତି

• ତେବେ କିଛି ଜିଲ୍ଲାର କିଛି ବ୍ଲକ ଏବେ ବି ପଛୁଆ ରହିଛନ୍ତି- ଅର୍ଥମନ୍ତ୍ରୀ

• ସେହି ପଛୁଆ ବ୍ଲକର ବିକାଶ ପାଇଁ ବିଶେଷ କାଯର୍ୟକ୍ରମ ହାତକୁ ନିଆଯିବ

• ମିନିମମ ଗଭର୍ଣ୍ଣମେଣ୍ଟ ମ୍ୟାକ୍ସିମମ ଗଭର୍ଣ୍ଣାନ୍ସ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ

• ଏଥିପାଇଁ ପୁରୁଣାକାଳିଆ ୧୪ଶହ ଆଇନକୁ ଉଚ୍ଛେଦ କରାଯାଇଛି

• ଇ-ଭେଇକିଲ୍ ପ୍ରୋତ୍ସାହନ ପାଇଁ ବ୍ୟାଟେରୀ ସ୍ୱାପିଂ ପଲିସି ଆସିବ

• ୨୦୨୨-୨୩ରେ 5G ସେବା ପାଇଁ ସ୍ପ୍ରେମ ଆହ୍ୱାନ କରାଯିବ

• ଭାରତ ନେଟ୍ ପ୍ରୋଜେ ଜରିଆରେ ୨୦୨୫ ସୁଦ୍ଧା ସବୁ ଗାଁକୁ ଅପ୍ଟିକାଲ ଫାଇବର

• ସ୍ପେଶାଲ ଇକୋନୋମିକ ଜୋନରେ ପରିବର୍ତ୍ତନ କରାଯିବ

• ପ୍ରତିରକ୍ଷା ସାମଗ୍ରୀ ଉତ୍ପାଦନ ପାଇଁ ଘରୋଇ କଂପାନୀକୁ ପ୍ରୋତ୍ସାହିତ କରାଯିବ

• ୬୮% ପ୍ରତିରକ୍ଷା ସାମଗ୍ରୀ ଲୋକାଲ ମାର୍କେଟରୁ କିଣାଯିବାକୁ ନିଷ୍ପତ୍ତି

• ୨୦୩୦ ସୁଦ୍ଧା ୨୮୦ ଗିଗାୱାଟ୍ ସୋଲାର ଏନର୍ଜୀ ଉତ୍ପାଦନ ଲକ୍ଷ୍ୟ

• ସୋଲାର ଏନର୍ଜୀ ଶିଳ୍ପ ପାଇଁ ଚଳିତ ବର୍ଷ ୧୯, ୫୦୦ କୋଟି ବ୍ୟୟବରାଦ

• କ୍ୟାପିଟାଲ ଏକ୍ସପେଣ୍ଡିଚର ୫.୫୪ ଲକ୍ଷ କୋଟିରୁ ୭.୫ ଲକ୍ଷ କୋଟିକୁ ବୃଦ୍ଧି

• କ୍ୟାପିଟାଲ ଏକ୍ସପେଣ୍ଡିଚର ମୋଟ ଜିଡିପିର ୪%

• ୨୦୨୨-୨୩ରେ ଡିଜିଟାଲ କରେନ୍ସି ଆରମ୍ଭ କରାଯିବ

• ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଆରମ୍ଭ ହେବ ଡିଜିଟାଲ କରେନ୍ସି

• ରାଜ୍ୟମାନଙ୍କୁ ବିନା ସୁଧରେ ୧ ଲକ୍ଷ କୋଟିର ଋଣ ଯୋଗାଇ ଦିଆଯିବ

• ୨୦୨୨-୨୩ରେ ମୋଟ ୩୯.୪୫ ଲକ୍ଷ କୋଟି ବ୍ୟୟବରାଦ ଲକ୍ଷ୍ୟ

• GSDPର ୬.୪ ପ୍ରତିଶତ ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ

• ବଜେଟରେ ଟିକସ ବ୍ୟବସ୍ଥା ଘୋଷଣା କଲେ ଅର୍ଥମନ୍ତ୍ରୀ

• କୌଣସି ଟିକସଦାତା ଆୟ ଘୋଷଣାରେ ତ୍ରୁଟି କରିଥିଲେ ସୁଧାରି ପାରିବେ

• ଅଦାଲତି ଝମେଲାରୁ ବର୍ତ୍ତିବା ପାଇଁ ପୁଣି ଥରେ ଘୋଷଣା କରିପାରିବେ

• ଯଦି ଟିକସଦାତା ଆୟ ଦର୍ଶାଇବାରେ ତ୍ରୁଟି କରିଥିବେ, ସୁଧାରି ପାରିବେ

• ୨ ବର୍ଷ ମଧ୍ୟରେ ସାନି ଆୟକର ରିଟର୍ଣ୍ଣ ଦାଖଲ କରିପାରିବେ ଟିକସଦାତା

• NPS ପାଇଁ ରାଜ୍ୟ ସରକାରୀ କର୍ମଚାରୀଙ୍କ ଠାରୁ କଟିବ ୧୪%

• କେନ୍ଦ୍ର କର୍ମଚାରୀଙ୍କ ୧୪%, ରାଜ୍ୟ କର୍ମଚାରୀଙ୍କ ୧୦% କଟୁଥିଲା

• କୋ-ଅପରେଟିଭ ସୋସାଇଟି ଟ୍ୟାକ୍ସ ୧୮%ରୁ କମି ୧୫% ହେଲା

• କର୍ପୋରେଟ ସରଚାର୍ଜ ୧୨%ରୁ ହ୍ରାସ ପାଇ ୭% ହେଲା

• ଜାନୁଆରୀ ୨୦୨୨ ସୁଦ୍ଧା ୧.୫୯ ଲକ୍ଷ କୋଟି GST ସଂଗ୍ରହ

• କ୍ରିପ୍ଟୋ କରେନ୍ସିକୁ ଟିକସଭୁକ୍ତ କରାଯିବା ନେଇ ଘୋଷଣା

• କ୍ରିପ୍ଟୋ କରେନ୍ସି ଉପରେ ୩୦ ପ୍ରତିଶତ ଟିକସ ପାଇଁ ଘୋଷଣା

• ହୀରା ଗହଣା ଉପରେ କଷ୍ଟମ୍ସ ଡ୍ୟୁଟି ୫% ହ୍ରାସ ନେଇ ଘୋଷଣା

Live Updates: ବଜେଟ୍‌ ଉପସ୍ଥାପନ କରୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ