Advertisment

କରୋନା: କେନ୍ଦ୍ର ଜାରି କଲା ନୂଆ ଗାଇଡ୍‌ଲାଇନ

କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଛି ଗାଇଡ୍ଲାଇନ୍ସ ।ଏବେ ବି ଦେଶରେ ସଂକ୍ରମଣ ଲାଗିରହିଥିବାରୁ ସବୁ ଜନଗହଳି ସ୍ଥାନରେ ଯେପରି କୋଭିଡ୍ ନିୟମ କଡ଼ାକଡ଼ି ପାଳନ ହେବ, ସେନେଇ କଡ଼ା ନିର୍ଦ୍ଦେଶ ରହିଛି ଗାଇଡ୍ଲାଇନ୍ସରେ। ତାସହ ଦେଶବ୍ୟାପି ଟେଷ୍ଟିଂ, ଟ୍ରାକିଂ, ଟ୍ରିଟମେଂଟ୍‌ ଏବଂ ଟିକାକରଣକୁ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।

author-image
Sarbeswar
undefined

Odisha sees 1107 new Covid19 positive cases

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଛି ଗାଇଡ୍ଲାଇନ୍ସ ।ଏବେ ବି ଦେଶରେ ସଂକ୍ରମଣ ଲାଗିରହିଥିବାରୁ ସବୁ ଜନଗହଳି ସ୍ଥାନରେ ଯେପରି କୋଭିଡ୍ ନିୟମ କଡ଼ାକଡ଼ି ପାଳନ ହେବ, ସେନେଇ କଡ଼ା ନିର୍ଦ୍ଦେଶ ରହିଛି ଗାଇଡ୍ଲାଇନ୍ସରେ। ତାସହ ଦେଶବ୍ୟାପି ଟେଷ୍ଟିଂ, ଟ୍ରାକିଂ, ଟ୍ରିଟମେଂଟ୍‌ ଏବଂ ଟିକାକରଣକୁ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି। ତେବେ ଗତ କିଛି ଦିନ ହେଲା ସାମାନ୍ୟ ଉପରମୁହାଁ ହୋଇଛି କରୋନା ସଂକ୍ରମଣ।

Advertisment

ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୬ ହଜାରରୁ ଅଧିକ ଥିବାବେଳେ ମୃତ୍ୟୁ ସଂଖ୍ୟା ୭ଶହରୁ ଅଧିକ ରହିଥିଲା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ କହୁଛି, ଆଜି ସକାଳ ୮ଟା ସୁଦ୍ଧା ସାରା ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬ ହଜାର ୧୫୬ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ୭୩୩ ଜଣଙ୍କ ପ୍ରାଣହାନୀ ହୋଇଛି ମହାମାରୀରେ।

Advertisment
Corona Virus India COVID19
Advertisment
Advertisment