ସୁଭଦ୍ରା ଯୋଜନା; ଗୁରୁତ୍ବପୂର୍ଣ୍ଣ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଖୁବ୍‌ ଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା ।  ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା। 

Subhadra Yojana

ବଡ଼ ଖବର  । ଖୁବ୍‌ ଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା ।  ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା। ଗୁରୁତ୍ବପୂର୍ଣ୍ଣ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ବାକି ଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା ।

ବର୍ଷକୁ ଦୁଇଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା । ୫ ବର୍ଷରେ ଆକାଉଣ୍ଟକୁ ଆସିବ ମୋଟ ୫୦ ହଜାର ନଗଦ ରାଶି । ଚଳିତ ଆର୍ଥିକ ବର୍ଷରୁ ଲାଗୁ ହୋଇଛି ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା । ୨୦୨୪ ନିର୍ବାଚନରେ ବିଜେପି ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି ଅନୁସାରେ ଓଡ଼ିଶାରେ ମହିଳା ସଶକ୍ତିକରଣ ଲାଗି ରାଜ୍ୟ ସରକାର ଆରମ୍ଭ କରିଛନ୍ତି ସୁଭଦ୍ରା ଯୋଜନା । 

ସୁଭଦ୍ରା ଯୋଜନା: କେଉଁ ମାନେ କରିପାରିବେ ଆବେଦନ ?