/odishatv-khabar/media/post_attachments/uploadimage/library/16_9/16_9_0/IMAGE_1720721161.jpg)
Aravind Padhi
ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢ଼ୀଙ୍କୁ ଅତିରିକ୍ତ ଦାୟିତ୍ୱ । ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ । ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଦାୟିତ୍ୱ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ପରେ OTVକୁ ରବିନ୍ଦ ପାଢ଼ୀ ପ୍ରଥମ ପ୍ରତିକ୍ରିୟା ଦେଇ କହିଲେ ସବୁ ମହାପ୍ରଭୁଙ୍କ ଇଚ୍ଛା ।
Advertisment
/odishatv-khabar/media/post_attachments/media/GSOZmM7agAAhd8y.png)
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)