Advertisment

ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ହେଲେ ଅରବିନ୍ଦ ପାଢ଼ୀ

ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଦାୟିତ୍ୱ ।

ଅଦ୍ୟତନ ହୋଇଛି
Aravind Padhi

Aravind Padhi

Advertisment

ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢ଼ୀଙ୍କୁ ଅତିରିକ୍ତ ଦାୟିତ୍ୱ । ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ । ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଦାୟିତ୍ୱ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ପରେ OTVକୁ ରବିନ୍ଦ ପାଢ଼ୀ ପ୍ରଥମ ପ୍ରତିକ୍ରିୟା ଦେଇ କହିଲେ ସବୁ ମହାପ୍ରଭୁଙ୍କ ଇଚ୍ଛା ।

Advertisment

Image

Srimandir IAS
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ