/odishatv-khabar/media/post_attachments/uploadimage/library/16_9/16_9_0/IMAGE_1752042646.jpg)
BJP Leader Jagannath Pradhan Granted Bail
ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ । ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟ ଜଗନ୍ନାଥ ପ୍ରଧାନଙ୍କ ଆବେଦନର ଶୁଣାଣି କରି ଜାମିନ ପ୍ରଦାନ କରିଛନ୍ତି । ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜାମିନ । ଗତ ଗୁରୁବାର ଦିନ ରାତିରେ ଜଗା ପ୍ରଧାନ ଭୁବନେଶ୍ବର ଡିସିପି ଅଫିସରେ ଆତ୍ମସମର୍ପଣ କରିଥିଲେ। ଏହାପରେ ତାଙ୍କୁ ଗିରଫ କରିଥିଲା ପୋଲିସ।
Advertisment
ଭୁବନେଶ୍ବରFIR, ପୀଡ଼ିତଙ୍କ ବୟାନ ଓ ପ୍ରାଥମିକ ପ୍ରମାଣ ଆଧାରରେ ତାଙ୍କୁ ଗିରଫ କରିଥିଲା ପୋଲିସ । ଜଗାଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ଦଫା ୧୨୧ (୧), ୧୨୧ (୨), ୧୩୨, ୧୮୯(୨), ୧୯୦, ୩(୫), ୩୦୪/ ୩୩୩, ୩୫୧(୨), ୫୪/୬୧(୨) ଏବଂ ଦଫା ୬୨ ଲାଗିଛି ।
ଅଧିକ ପଢନ୍ତୁ: ରଥଯାତ୍ରା ସରୁ ସରୁ ଶ୍ରୀମନ୍ଦିରକୁ ବିପଦ ଆଶଙ୍କା !
Advertisment
Related Articles
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)