Advertisment

Jagannath Pradhan Granted Bail: ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ

ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟ ଜଗନ୍ନାଥ ପ୍ରଧାନଙ୍କ ଆବେଦନର ଶୁଣାଣି କରି ଜାମିନ ପ୍ରଦାନ କରିଛନ୍ତି । ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜାମିନ ।

BJP Leader Jagannath Pradhan Granted Bail

BJP Leader Jagannath Pradhan Granted Bail

Advertisment

ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ । ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟ ଜଗନ୍ନାଥ ପ୍ରଧାନଙ୍କ ଆବେଦନର ଶୁଣାଣି କରି ଜାମିନ ପ୍ରଦାନ କରିଛନ୍ତି । ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜାମିନ । ଗତ ଗୁରୁବାର ଦିନ ରାତିରେ ଜଗା ପ୍ରଧାନ ଭୁବନେଶ୍ବର ଡିସିପି ଅଫିସରେ ଆତ୍ମସମର୍ପଣ କରିଥିଲେ। ଏହାପରେ ତାଙ୍କୁ ଗିରଫ କରିଥିଲା ପୋଲିସ।

Advertisment

ଭୁବନେଶ୍ବରFIR, ପୀଡ଼ିତଙ୍କ ବୟାନ ଓ ପ୍ରାଥମିକ ପ୍ରମାଣ ଆଧାରରେ ତାଙ୍କୁ ଗିରଫ କରିଥିଲା ପୋଲିସ । ଜଗାଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ଦଫା ୧୨୧ (୧), ୧୨୧ (୨), ୧୩୨, ୧୮୯(୨), ୧୯୦, ୩(୫), ୩୦୪/ ୩୩୩, ୩୫୧(୨), ୫୪/୬୧(୨) ଏବଂ ଦଫା ୬୨ ଲାଗିଛି ।

ଅଧିକ ପଢନ୍ତୁ: ରଥଯାତ୍ରା ସରୁ ସରୁ ଶ୍ରୀମନ୍ଦିରକୁ ବିପଦ ଆଶଙ୍କା !

BJP Leader Jagannath Pradhan
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ