କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ରାଜନଗର ଗସ୍ତ, କ୍ଷୟକ୍ଷତି ନେଇ ଆଲୋଚନା କଲେ

କେନ୍ଦ୍ରାପଡା ରାଜନଗର ଅଞ୍ଚଳ ଗସ୍ତରେ ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ।

Baijayant Panda

କେନ୍ଦ୍ରାପଡା ରାଜନଗର ଅଞ୍ଚଳ ଗସ୍ତରେ ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ବାତ୍ୟା ଦାନା ପ୍ରଭାବରେ ରାଜନଗର ଅଞ୍ଚଳରେ ଅନେକ କ୍ଷୟକ୍ଷତି ହୋଇଛି । କ୍ଷତିଗ୍ରସ୍ତଙ୍କୁ ଭେଟିଛନ୍ତି ବୈଜୟନ୍ତ ପଣ୍ଡା । ରାଜନଗରରେ ଅନେକ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।