Advertisment

କାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା; ସଦସ୍ୟତା ଅଭିଯାନ ନେଇ ଦେବେ ପରାମର୍ଶ

କାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା। ଏନେଇ ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।

author-image
Sujit kumar Swain
ଅଦ୍ୟତନ ହୋଇଛି
 BJP National President JP Nadda

BJP National President JP Nadda

କାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା। ଏନେଇ ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଦିନିକିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ବର ପାର୍ଟି ଅଫିସ୍ ରେ ପହଞ୍ଚିବେ ନଡ୍ଡା।

Advertisment

ଅଧିକ ପଢ଼ନ୍ତୁ: ଧୂଳିରେ ଆକ୍ତାମାକ୍ତା ଖୋର୍ଦ୍ଧା ସହର ବାସିନ୍ଦା; ବିଭିନ୍ନ ରାସ୍ତାଘାଟର ଅବସ୍ଥା ବିପର୍ଯ୍ୟସ୍ତ

ସେଠାରେ ସାଂସଦ, ବିଧାୟକ, ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି। ବିଜେପିର ସଦସ୍ୟତା ଅଭିଯାନ ଚାଲିଥିବା ବେଳେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ଓଡ଼ିଶା ଗସ୍ତ ଗୁରୁତ୍ବ ବହନ କରୁଛି। 

Advertisment

ଏଥିସହ ଦଳୀୟ ସଦସ୍ୟତା ଅଭିଯାନ ନେଇ ମଧ୍ୟ ପରାମର୍ଶ ଦେଇପାରନ୍ତି ନଡ୍ଡା। ଆସନ୍ତାକାଲି ପୂର୍ବାହ୍ମ ୧୧ଟାରୁ ଦିନ ଗୋଟାଏ ଯାଏ ରାଜ୍ୟ କାର୍ଯ୍ୟାଳୟରପେ ରହିବେ ବୋଲି ସୂଚନା ମିଳିଛି।

BJP BJP National President JP Nadda
Advertisment
Advertisment