Advertisment

BSE President Meets Education Minister: ଗଣଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି...

ଲୋକସେବା ଭବନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଭେଟିଛନ୍ତି। ତେବେ କେଉଁ ପ୍ରସଙ୍ଗରେ ଆଲୋଚନା ପାଇଁ ଆସିଥିଲେ ଗଣମାଧ୍ୟମ ଆଗରେ କିଛି କହି ନଥିଲେ ଶ୍ରୀକାନ୍ତ।

ଅଦ୍ୟତନ ହୋଇଛି
BSE President Meets Education Minister

BSE President Meets Education Minister

Advertisment

ଗଣଶିକ୍ଷା ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ଶ୍ରୀକାନ୍ତ ତରାଇ। ଲୋକସେବା ଭବନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଭେଟିଛନ୍ତି। ତେବେ କେଉଁ ପ୍ରସଙ୍ଗରେ ଆଲୋଚନା ପାଇଁ ଆସିଥିଲେ ଗଣମାଧ୍ୟମ ଆଗରେ କିଛି କହି ନଥିଲେ ଶ୍ରୀକାନ୍ତ।

Advertisment

ତେବେ ସ୍ପେଶାଲ୍ OTET ପ୍ରଶ୍ନପତ୍ର ଲିକ୍ ଓ ପରବର୍ତ୍ତୀ ପରୀକ୍ଷା ସୁପରିଚାଳନା ନେଇ ଆଲୋଚନା ହୋଇଥିବା ସୂଚନା ମିଳିଛି। OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଛନ୍ତି ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି। ତାଙ୍କ ସହ ଆଉ ୭ ଜଣ ବି ଗିରଫ ହୋଇଥିଲେ। 

Education Minister BSE President
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ