/odishatv-khabar/media/post_attachments/uploadimage/library/16_9/16_9_0/IMAGE_1728379872.jpg)
CCTV Cameras
୧୩ଟି ଥାନାରେ ନାହିଁ ସିସିଟିଭି । ଭରତପୁର ଥାନା ମାମଲାର ଶୁଣାଣି ବେଳେ ବ୍ୟକ୍ତିଗତ ଭାବେ ହାଇକୋର୍ଟରେ ହାଜର ହୋଇ ଉତ୍ତର ରଖିଲେ ADG ଦୟାଲ ଗଙ୍ଗୱାର୍। ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ବେଳେ ସେ ଏହି ତଥ୍ୟ ଦେଇଛନ୍ତି ।
Advertisment
୧୫ ଦିନରେ ୧୩ଟି ଥାନାରେ ସିସିଟିଭି ଲଗାଯିବ ବୋଲି ADG କୋର୍ଟଙ୍କୁ ଜଣାଇଛନ୍ତି । ୧୫ ଦିନରେ ସବୁ ଥାନାର ସିସିଟିଭି କନେକସନ୍ SP ଅଫିସରେ ରହିବ । ଏହାଦ୍ବାରା SP ନିଜେ ସବୁ ଥାନାର ସ୍ଥିତି ଦେଖିପାରିବେ ।
ସେନା ଅଧିକାରୀଙ୍କୁ ଥାନାରେ ପୋଲିସ ବ୍ୟବହାର ନେଇ ଏସଓପି ଜାରି ହେବ ବୋଲି ସେ ସୂଚନା ଦେଇଛନ୍ତି । ନଭେମ୍ବର ୧୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)