/odishatv-khabar/media/post_attachments/uploadimage/library/16_9/16_9_0/IMAGE_1736840000.jpg)
CM Mohan Majhi
ମକର ପାଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝର ଗସ୍ତରେ ଯାଇ ପାଟଣା ନିକଟ ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ସିଏମ୍। ସାଙ୍ଗରେ ଅଛନ୍ତି ମୁଖ୍ୟମନ୍ତ୍ରୀଙ୍କ ସାଙ୍ଗ। ବୁଡ଼ ପକାଇବା ପରେ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗଙ୍କୁ ଦର୍ଶନ କରିବା ସହ ଜଳଲାଗି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ପ୍ରବଳ ଜନ ସମାଗମ।
Advertisment
ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ବୁଡ ପକାଇବା ବେଳେ ନଦୀ କୂଳରେ ଜଗି ରହିଥିଲେ ସ୍କୁବା ଡାଇଭର ଓ ଅଗ୍ନିଶମ ବାହିନୀ କର୍ମଚାରୀ। ଦିଲ୍ଲୀ ଗସ୍ତ ସାରି ୩ ଦିନିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ।
#ବୁଡ଼_ପକାଇଲେ_ମୁଖ୍ୟମନ୍ତ୍ରୀ
ମକର ସଂକ୍ରାନ୍ତିରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ । ବୈତରଣୀ ନଦୀରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ#CM#Mohanmajhi#Makarsankarti#Keonjhar#OTVpic.twitter.com/4ZWHNRK7M3— ଓଟିଭି (@otvkhabar) January 14, 2025
Advertisment
ଅଧିକ ପଢନ୍ତୁ: କମୁଛି ଡ୍ରପ ଆଉଟ୍ ହାର; ରାଜ୍ୟରେ ପ୍ରାଥମିକ ସ୍କୁଲ ଶିକ୍ଷା ପ୍ରତି ବଢୁଛି ପିଲାଙ୍କ ଆଗ୍ରହ
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)