Advertisment

CM Mohan Majhi: ମକର ପାଳିଲେ ମୁଖ୍ୟମନ୍ତ୍ରୀ; ବୈତରଣୀରେ ପକାଇଲେ ବୁଡ଼

ମକର ପାଳିଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝର ଗସ୍ତରେ ଯାଇ ପାଟଣା ନିକଟ ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ସିଏମ୍।

CM Mohan Majhi

CM Mohan Majhi

Advertisment

ମକର ପାଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀକେନ୍ଦୁଝର ଗସ୍ତରେ ଯାଇ ପାଟଣା ନିକଟ ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ସିଏମ୍। ସାଙ୍ଗରେ ଅଛନ୍ତି ମୁଖ୍ୟମନ୍ତ୍ରୀଙ୍କ ସାଙ୍ଗ। ବୁଡ଼ ପକାଇବା ପରେ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗଙ୍କୁ ଦର୍ଶନ କରିବା ସହ ଜଳଲାଗି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ପ୍ରବଳ ଜନ ସମାଗମ।

Advertisment

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ବୁଡ ପକାଇବା ବେଳେ ନଦୀ କୂଳରେ ଜଗି ରହିଥିଲେ ସ୍କୁବା ଡାଇଭର ଓ ଅଗ୍ନିଶମ ବାହିନୀ କର୍ମଚାରୀ। ଦିଲ୍ଲୀ ଗସ୍ତ ସାରି ୩ ଦିନିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ।

Advertisment


ଅଧିକ ପଢନ୍ତୁ: କମୁଛି ଡ୍ରପ ଆଉଟ୍ ହାର; ରାଜ୍ୟରେ ପ୍ରାଥମିକ ସ୍କୁଲ ଶିକ୍ଷା ପ୍ରତି ବଢୁଛି ପିଲାଙ୍କ ଆଗ୍ରହ

Odisha CM Makar Sankranti
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ