Advertisment

କୁକୁରଙ୍କ ପାଇଁ ଶ୍ମଶାନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର କିଛି ପ୍ରମୁଖ ସହରରେ ଶ୍ମଶାନ କରାଯିବ । ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ଲିଖିତ ପ୍ରଶ୍ନରେ ନଗର ଉନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଉତ୍ତର ରଖିଛନ୍ତି ।

ଅଦ୍ୟତନ ହୋଇଛି
Crematorium for dogs

Crematorium for dogs

Advertisment

କୁକୁରଙ୍କ ପାଇଁ ଶ୍ମଶାନ କରିବେ ରାଜ୍ୟ ସରକାର । ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର କିଛି ପ୍ରମୁଖ ସହରରେ ଶ୍ମଶାନ କରାଯିବ । ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ଲିଖିତ ପ୍ରଶ୍ନରେ ନଗର ଉନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଉତ୍ତର ରଖିଛନ୍ତି । 

Advertisment

ଏଥିରେ ସେ ଦର୍ଶାଇଛନ୍ତି, ରାଜ୍ୟରେ କୁକୁରଙ୍କ ପାଇଁ ଶ୍ମଶାନ ନିର୍ମାଣ କରିବା ଲାଗି  ବିଭାଗ ଏ ଯାଏଁ ବିଚାର କରି ନାହିଁ ।  କିନ୍ତୁ ବିଧାୟିକାଙ୍କ ଏହି ପ୍ରସ୍ତାବ ପ୍ରଶଂସନୀୟ ତେଣୁ ପରିବେଶର ଦିଗ ତଥା ଜନସ୍ୱାସ୍ଥ୍ୟ ସୁବିଧାକୁ ମୂଲ୍ୟାଙ୍କନ କରି ଏବଂ ବିଶେଷଜ୍ଞଙ୍କ ସହ ପରାମର୍ଶ କରି ଏଭଳି ସୁବିଧା ସୃଷ୍ଟି ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ । 

Dogs Crematorium
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ