Advertisment

‘ICC କମିଟି ଗଠନ ନକଲେ କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ ହେବ’

ଯେଉଁମାନେ ଭୁଲ ଅଭିଯୋଗ କରୁଛନ୍ତି, POSH ACT ଅନୁସାରେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ।

author-image
Sujit kumar Swain
DYCM orders strict ICC compliance in colleges

DYCM orders strict ICC compliance in colleges

କଲେଜ ICC କମିଟି ନକଲେ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ କରାଯିବ ବୋଲି ନିର୍ଦ୍ଦେଶ ରହିଛି। ମାସେ ଭିତରେ ସବୁ କଲେଜରେ ICC କମିଟି କରିବା ପାଇଁ ଟାର୍ଗେଟ ରଖିଛନ୍ତି ସରକାର। ଯେଉଁମାନେ ଭୁଲ ଅଭିଯୋଗ କରୁଛନ୍ତି, POSH ACT ଅନୁସାରେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ତେଣୁ POSH ACT ବାବଦରେ ଲୋକସେବା ଭବନରୁ ଆରମ୍ଭ ହୋଇଥିବା ସଚେତନ କାର୍ଯ୍ୟକ୍ରମ ଆଗକୁ ବ୍ଲକ୍ ସ୍ତରରେ ମଧ୍ୟ ହେବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

Advertisment
Pravati Parida Deputy Chief Minister Pravati Parida
Advertisment
Advertisment