Niranjan Behera
Advertisment
ଗଞ୍ଜାମ ପୋଲସରାର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ। ଗୁରୁବାର ରାତି ପ୍ରାୟ ୯ଟା ବେଳେ ତାଙ୍କ ଦେହାନ୍ତ ହୋଇଛି । ସ୍ବାସ୍ଥ୍ୟଗତ ସମସ୍ୟା ନେଇ ସେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଦୀର୍ଘଦିନ ଧରି ଚିକିତ୍ସାଧୀନ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ୨୦୦୪ ଏବଂ ୨୦୦୯ରେ ଦୁଇ ଥର ବିଜେଡିରୁ ଟିକେଟରୁ ସେ ବିଧାୟକ ହୋଇଥିଲେ । ତେବେ ୨୦୧୯ରେ ସେ ବିଜେଡି ଛାଡି ବିଜେପିରେ ସାମିଲ ହୋଇଥିଲେ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1728619984.jpg)