Advertisment

giant shark: ଜାଲରେ ପଡ଼ିଲା ଦୁଇ କୁଇଣ୍ଟାଲ ଓଜନର ସାର୍କ ମାଛ

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ସାର୍କ ମାଛ। ଯାହାର ଓଜନ ପାଖାପାଖି ଦୁଇ କ୍ୟୁଣ୍ଟାଲ

Giant 2-Quintal Shark Caught in Fishermen’s Net at Mohana, Tourists Flock to See

Giant 2-Quintal Shark Caught in Fishermen’s Net at Mohana, Tourists Flock to See

Advertisment

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ବିଶାଳ ସାର୍କ ମାଛ । ମାଛ ଦେଖିଵାକୁ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ବି ଦେଖିବାକୁ ମିଳିଲା । ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗର ମୋହନା ଆନ୍ତର୍ଜାତିକ ମତ୍ସ୍ୟ ଅବତରଣ କେନ୍ଦ୍ର ଠାରେ ୨ କୁଇଣ୍ଟାଲ ଓଜନର ଏକ ସାର୍କ ମାଛ ମତ୍ସ୍ୟଜୀବୀଙ୍କ ଜାଲରେ ଧରା ପଡିଥିବା ଦେଖିଵାକୁ ମିଳିଛି ।

Advertisment

ଦୀଘା ସଲଗ୍ନ ସମୁଦ୍ରରେ ମତ୍ସ୍ୟଜୀବୀମାନଙ୍କ ଟ୍ରଲର ଜାଲରେ ଏହି ମାଛଟି ପଡ଼ିବା ପରେ ମୋହନାର ମତ୍ସ୍ୟ ଅବତରଣ କେନ୍ଦ୍ରକୁ ବିକ୍ରି ପାଇଁ ଆଣିଥିବା ବେଳେ ମାଛଟି ବିରାଟକାୟ ହୋଇଥିବାରୁ ମାଛକୁ ଦେଖିବା ପାଇଁ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦାଙ୍କ ପ୍ରବଳ ଭିଡ଼ ଲାଗିଥିଲା । ମାଛଟିର ବିଭିନ୍ନ ଅଂଶ ଔଷଧ ପ୍ରସ୍ତୁତିରେ ବ୍ୟବହାର କରାଯାଉ ଥିବାରୁ ମାଛଟିର ଅଧିକ ଚାହିଦା ରହିଥାଏ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ