Advertisment

LOW PRESSURE: ୨୭ ଯାଏଁ ପ୍ରବଳ ବର୍ଷା !

ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆଗାମୀ ୨୪ ଘଣ୍ଟା ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି କରିବା ସମ୍ଭାବନା । ଆଜିଠୁ ୨୭ ତାରିଖ ଯାଏଁ ପ୍ରବଳ ବର୍ଷା ଓ ପବନ ସମ୍ଭାବନା ଥିବା ବେଳେ ଶୁକ୍ରବାର କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ୮ଟି ଜିଲ୍ଲାକୁ ଅରେଂଜ ୱାର୍ଣ୍ଣି ଓ ଅବଶିଷ୍ଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଥିବା ବେଳେ ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଛି।

author-image
Jnanadarsi Sahoo
ଅଦ୍ୟତନ ହୋଇଛି
HEAVY RAIN ALERT

HEAVY RAIN ALERT

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ। ଏହା ଆଗାମୀ ୨୪ ଘଣ୍ଟା ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠୁ ୨୭ ତାରିଖ ଯାଏଁ ପ୍ରବଳ ବର୍ଷା ସହ ପବନ ନେଇ ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତାକାଲି ରାଜ୍ୟର ସମସ୍ତ ଜିଲ୍ଲାକୁ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି।

Advertisment

ସେହିଭଳି ଶୁକ୍ରବାର ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ସାଙ୍ଗକୁ କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ଆଉ ୮ଟି ଜିଲ୍ଲାକୁ ଅରେଂଜ ୱାର୍ଣ୍ଣି ଜାରି କାରଯାଇଛି। ବାକି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।...

Low Pressure Weather Heavy Rain Alert IMD
Advertisment
Advertisment