Advertisment

ତାଳଚେର କଣିହାଁ NTPCରେ ଅଗ୍ନିକାଣ୍ଡ, ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ପ୍ଲାଣ୍ଟ ଭିତରେ ଲାଗିଥିବା ନିଆଁକୁ ଆୟତ୍ତ କରିବାକୁ ୫ଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ନିୟୋଜିତ ହୋଇଛି ।

ଅଦ୍ୟତନ ହୋଇଛି
Talcher NTPC Fire Mishap

NTPC

Advertisment

ତାଳଚେର କଣିହାଁ NTPCରେ ବଡ଼ ଧରଣର ଅଗ୍ନିକାଣ୍ଡ । ପ୍ଲାଣ୍ଟ ଭିତରେ ଥିବା କନଭେୟର ବେଲ୍ଟରେ ନିଆଁ ଲାଗିଛି । କୋଇଲା ଡିପୋରୁ ପ୍ଲାଣ୍ଟ ଭିତରକୁ ଯାଇଥିବା କନଭେୟର ବେଲ୍ଟରେ ନିଆଁ ଲାଗିଛି । ତେବେ ପ୍ଲାଣ୍ଟ ଭିତରେ ଲାଗିଥିବା ନିଆଁକୁ ଆୟତ୍ତ କରିବାକୁ ୫ଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ନିୟୋଜିତ ହୋଇଛି । ବର୍ତ୍ତମାନ ସୁଦ୍ଧା କିନ୍ତୁ ନିଆଁକୁ ଆୟତ୍ତ କରିପାରି ନାହିଁ। ତେବେ କନଭେୟର ବେଲ୍ଟରୁ କୋଇଲାରେ ଲାଗିଯାଇଥିବାରୁ ଅଞ୍ଚଳ ଧୁଆଁମୟ ହୋଇଯାଇଛି। ତେବେ କେଉଁ ପରିସ୍ଥିତିରେ ପ୍ଲାଣ୍ଟ ଭିତରେ ନିଆଁ ଲାଗିଛି ତାହା ସ୍ପଷ୍ଟ ହୋଇପାରିନି ।

Advertisment

Fire Mishap NTPC
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ