/odishatv-khabar/media/post_attachments/uploadimage/library/16_9/16_9_0/IMAGE_1723112787.jpg)
Mohan Bhagabt
ଭୁବନେଶ୍ୱରରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଟର ମୋହନ ଭାଗବତ । ୫ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମୋହନ । ଆଜି ସେ ଭୁବନେଶ୍ୱରରେ ରହିବେ । ଆସନ୍ତାକାଲି ପୁରୀ ଯାଇ ସେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ । ଏହାପରେ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ମଧ୍ୟ ସେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।
Advertisment
ଅଧିକ ପଢନ୍ତୁ : ବାଂଲାଦେଶରେ ଅସ୍ଥିରତା, ଓଡ଼ିଶାରେ ହାଇ ଆଲର୍ଟ...ପାଟ୍ରୋଲିଂ ବଢ଼ାଇବାକୁ ସାମୁଦ୍ରିକ ଥାନାକୁ ନିର୍ଦ୍ଦେଶ
ଆସନ୍ତା ୧୦ ଓ ୧୧ ତାରିଖ ଦୁଇ ଦିନ ଧରି ପୁରୀରେ ଅନୁଷ୍ଠିତ ହେଉଥିବା ଅଖିଳ ଭାରତୀୟ ପ୍ରାନ୍ତ ସେବାପ୍ରମୁଖମାନଙ୍କର ବୈଠକରେ ସେ ଯୋଗଦେବେ । ଓଡ଼ିଶା ଗସ୍ତ ସାରି ଅଗଷ୍ଟ ୧୨ ତାରିଖ ମଧ୍ୟାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ ।
Advertisment
ଓଡିଶାରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ । ୫ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମୋହନ ଭାଗବତ ।#Odisha#MohanBhagwat#RSS#Bhubaneswarpic.twitter.com/1qpHEWcaDM
— ଓଟିଭି (@otvkhabar) August 8, 2024
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)