Advertisment

୫ ଦିନିଆ ଓଡ଼ିଶା ଗସ୍ତରେ ମୋହନ ଭାଗବତ, କାଲି କରିବେ ମହାପ୍ରଭୁଙ୍କ ଦର୍ଶନ

ଆସନ୍ତାକାଲି ପୁରୀ ଯାଇ ସେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ । ଏହାପରେ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ମଧ୍ୟ ସେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।

ଅଦ୍ୟତନ ହୋଇଛି
Mohan Bhagabt Arrives Bhubaneswar

Mohan Bhagabt

Advertisment

ଭୁବନେଶ୍ୱରରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଟର ମୋହନ ଭାଗବତ । ୫ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମୋହନ । ଆଜି ସେ ଭୁବନେଶ୍ୱରରେ ରହିବେ । ଆସନ୍ତାକାଲି ପୁରୀ ଯାଇ ସେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ । ଏହାପରେ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ମଧ୍ୟ ସେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।

Advertisment

ଅଧିକ ପଢନ୍ତୁ : ବାଂଲାଦେଶରେ ଅସ୍ଥିରତା, ଓଡ଼ିଶାରେ ହାଇ ଆଲର୍ଟ...ପାଟ୍ରୋଲିଂ ବଢ଼ାଇବାକୁ ସାମୁଦ୍ରିକ ଥାନାକୁ ନିର୍ଦ୍ଦେଶ

ଆସନ୍ତା ୧୦ ଓ ୧୧ ତାରିଖ ଦୁଇ ଦିନ ଧରି ପୁରୀରେ ଅନୁଷ୍ଠିତ ହେଉଥିବା ଅଖିଳ ଭାରତୀୟ ପ୍ରାନ୍ତ ସେବାପ୍ରମୁଖମାନଙ୍କର ବୈଠକରେ ସେ ଯୋଗଦେବେ । ଓଡ଼ିଶା ଗସ୍ତ ସାରି ଅଗଷ୍ଟ ୧୨ ତାରିଖ ମଧ୍ୟାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ । 

Advertisment

Mohan Bhagwat RSS RSS Chief Mohan Bhagwat RSS Chief
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ