Advertisment

New Regulations in Educational Institutions: ରାଜ୍ୟ କ୍ୟାବିନେଟର ନୂଆ ନିଷ୍ପତ୍ତି, ଶିକ୍ଷାନୁଷ୍ଠାନରେ ଲାଗୁ ହେବ ନୂଆ ସଂରକ୍ଷଣ

ବୁଧବାର ରାଜ୍ୟ କ୍ୟାବିନେଟରେ ୬ ପ୍ରସ୍ତାବକୁ ଅନୁମୋଦନ । ମୁଖ୍ୟମନ୍ତ୍ରୀଙ୍କ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୬ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମୋହର ବାଜିଛି । କ୍ୟାବିନେଟ ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି।

author-image
Saroj Kumar Jena
ଅଦ୍ୟତନ ହୋଇଛି
mohan majhi

mohan majhi

ବୁଧବାର ରାଜ୍ୟ କ୍ୟାବିନେଟରେ ୬ ପ୍ରସ୍ତାବକୁ ଅନୁମୋଦନ । ମୁଖ୍ୟମନ୍ତ୍ରୀଙ୍କ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୬ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମୋହର ବାଜିଛି । କ୍ୟାବିନେଟ ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି।

Advertisment

ଏହି ନୂତନ ନିୟମ ଫଳରେ ଶିକ୍ଷାନୁଷ୍ଠାନ ଗୁଡିକରେ ନୂଆ ସଂରକ୍ଷଣ ନିୟମ ଲାଗୁ କରିବା ନେଇ ଘୋଷଣା କରାଯାଇଛି। ଏହି ପ୍ରସ୍ତାବ ଉପରେ କ୍ୟାବିନେଟର ମୋହର ବାଜିଥିବା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ ସୁବିଧା ମିଳିବ ବୋଲି ସେ ଘୋଷଣା କରିଛନ୍ତି। ସେହିପରି ଅନୁସୂଚିତ ଜାତି ଓ ଜନଜାତି ପାଇଁ ସଂରକ୍ଷଣ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ଅନୁସୂଚିତ ଜାତି ଓ ଜନଜାତି ପାଇଁ ପୂର୍ବରୁ ଯାହା ସଂରକ୍ଷଣ ବ୍ୟବସ୍ଥା ଥିଲା ତାହା ବଳବତ୍ତର ରହିବ।

ଅଧିକ ପଢ଼ନ୍ତୁ: 'ମ୍ୟାଡମ୍‌ ! ମୋ ସ୍ୱାମୀଙ୍କୁ ସେମାନେ ମୋ ଆଗରେ ଗୁଳି କରି ମାରିଦେଲେ ! ମୋ ପିଲା ଏବେ କ'ଣ କରିବ ?

Advertisment
Cabinet Meeting Mohan Majhi
Advertisment
Advertisment