/odishatv-khabar/media/post_attachments/uploadimage/library/16_9/16_9_0/IMAGE_1756867931.jpg)
New Srimandir Committee to Meet Today
ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନବ ଗଠିତ କମିଟିର ଏହା ପ୍ରଥମ ବୈଠକ। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ସକାଳ ସାଢେ ୧୦ଟାରେ ଶ୍ରୀ ଜଗନ୍ନାଥ ମନ୍ଦିର ନୀଳାଦ୍ରି ଭକ୍ତ ନିବାସ ସଭାଗୃହଠାରେ ବୈଠକ ଅନୁଷ୍ଠିତ ହେବ।
Advertisment
ଏଥିରେ ନୂତନ ସବ୍ କମିଟି ଗଠନ ସହ ନୂତନ ସଦସ୍ୟଙ୍କୁ ସ୍ବାଗତ କରାଯିବ । ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା, ରତ୍ନଭଣ୍ଡାରରେ ଗଣତି ମଣତି ସହ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ହୋଇପାରେ ଆଲୋଚନା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)