Advertisment

‘ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର, ଭକ୍ତଙ୍କୁ ସ୍ବର୍ଣ୍ଣ ଦାନ ପାଇଁ କରାଯିବ ଅନୁରୋଧ’

ଶ୍ରୀଜିଉଙ୍କର କିଛି ଅଳଙ୍କାର ପତଳା ହୋଇଗଲାଣି, କିଛି ଅଳଙ୍କାର ଦବି ଯାଇଛି ବୋଲି ସେବାୟତ ଜଣାଇଛନ୍ତି। ନିକଟରେ ଛତିଶ ନିଯୋଗ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଆଉ ଗୋଟିଏ ଅଳଙ୍କାର ସେଟ୍ ପାଇଁ ଅନୁରୋଧ କରାଯାଇଥିଲା।

Odisha won’t use Sri Mandir treasury jewellery for Sunabesha

Odisha won’t use Sri Mandir treasury jewellery for Sunabesha

Advertisment

ଆଗାମୀ ଦିନରେ ସୁନାବେଶରେ ଲାଗିବ ନୂଆ ଅଳଙ୍କାର ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମନ୍ତ୍ରୀ କହିଛନ୍ତି, ରତ୍ନଭଣ୍ଡାରର କୌଣସି ଅଳଙ୍କାର ଏଥିରେ ବ୍ୟବହାର ହେବନି ଏନେଇ ସରକାର ବ୍ୟବସ୍ଥା କରିବେ ଏବଂ ଭକ୍ତଙ୍କୁ ସ୍ବର୍ଣ୍ଣ ଦାନ ପାଇଁ ଅନୁରୋଧ କରାଯିବ

Advertisment

ଶ୍ରୀଜିଉଙ୍କର କିଛି ଅଳଙ୍କାର ପତଳା ହୋଇଗଲାଣି, କିଛି ଅଳଙ୍କାର ଦବି ଯାଇଛି ବୋଲି ସେବାୟତ ଜଣାଇଛନ୍ତିନିକଟରେ ଛତିଶ ନିଯୋଗ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଆଉ ଗୋଟିଏ ଅଳଙ୍କାର ସେଟ୍ ପାଇଁ ଅନୁରୋଧ କରାଯାଇଥିଲାଠାକୁରଙ୍କ ଇଚ୍ଛା ଥିଲେ ଏହା ହୋଇପାରିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ

ସେପଟେ ରତ୍ନଭଣ୍ଡାର ମରାମତି ଶେଷ ହୋଇଛିଅଗଷ୍ଟ ମାସରେ ଗଣତି ମଣତି ହେବା ସମ୍ଭାବନା ରହିଛିଉଚ୍ଚସ୍ତରୀୟ କମିଟି ବୈଠକରେ ଏନେଇ ଚୂଡାନ୍ତ ନିଷ୍ପତ୍ତି ହେବଦୁଇ ଜଣ ଏକ୍ସପର୍ଟ ଦେବାକୁ ଆରବିଆଇକୁ ଚିଠି ଲେଖାଯିବଯେଉଁ ମାନେ ସୋମନାଥ ମନ୍ଦିର ଓ ବିଭିନ୍ନ ବଡ ମନ୍ଦିରରେ ଅଳଙ୍କାର ଗଣତିରେ ସେମାନଙ୍କର ଅଭିଜ୍ଞତା ଥିବ ସେହିଭଳି ଏକ୍ସପର୍ଟଙ୍କୁ ସାମିଲ କରାଯିବ

Advertisment

ରତ୍ନ ଅଳଙ୍କାର ରଖିବା ପାଇଁ ନୂଆ ସିନ୍ଦୁକ ପ୍ରସ୍ତୁତ କରାଯାଇଛିଅଭିଜ୍ଞ ବଣିଆ ଚିହ୍ନଟ କରାଯିବରତ୍ନଭଣ୍ଡାର ମରାମତି ପରେ ଶତାଧିକ ବର୍ଷ ସ୍ଥାୟୀତ୍ବ ରହିବରତ୍ନଭଣ୍ଡାର ମରାମତି ପରେ ASI ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରି ସାରିଛି ବୋଲି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ

ଅଧିକ ପଢନ୍ତୁ: ଦେଉଳ ବାହାରେ ସରିଲା ମହାବାହୁଙ୍କ ଲୀଳାଖେଳା; ଆଜି ନୀଳାଦ୍ରିବିଜେରେ ନୀଳକନ୍ଦର ବାହୁଡ଼ି ଯିବେ ଚତୁର୍ଦ୍ଧାମୂରତି…

Advertisment
Lord Jagannath Lord Jagannath Temple Suna Besha Suna Besha Of Lord Jagannath
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ