Puri Srimandir
Advertisment
ବଡ଼ ଖବର । କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ କଟକଣା ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ। ୧୮ ତାରିଖ ଠାରୁ କେବଳ ୨ଟି ଦ୍ବାର ଦେଇ ଶ୍ରୀମନ୍ଦିର ପ୍ରବେଶ ଅନୁମତି ରହିବ। ସିଂହଦ୍ବାର ଓ ପଶ୍ଚିମ ଦ୍ବାର ଦେଇ ଶ୍ରଦ୍ଧାଳୁ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ।
Advertisment
ତେବେ ସିଂହଦ୍ବାର ବ୍ୟତୀତ ଅନ୍ୟ ୩ ଦ୍ବାରରେ ଶ୍ରଦ୍ଧାଳୁ ପ୍ରସ୍ଥାନ କରିପାରିବେ। ସିଂହଦ୍ବାର ଦେଇ ପ୍ରସ୍ଥାନକୁ ସଂପୂର୍ଣ୍ଣ ବାରଣ କରାଯାଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନର ଏ ବ୍ୟବସ୍ଥା ଶ୍ରୀମନ୍ଦିର ସେବକ/ସେବକ ପରିବାର ପାଇଁ ପ୍ରଯୁଜ୍ୟ ନୁହେଁ ବୋଲି କୁହାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1729086566.jpg)