Advertisment

ଗାନ୍ଧୀମାର୍ଗରେ ଏଥର ପାଳିତ ହେବ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ

ବିଭାଗ ସହିତ ଏକ ବୈଠକ ବସିଥିଲା। ଏହି ବୈଠକରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହୋଇଛି। ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ଅଧିକ ଅର୍ଥ ବ୍ୟୟବରାଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

author-image
Satyendu Shekher Mishra
ଅଦ୍ୟତନ ହୋଇଛି
pared

pared

ଏ ବର୍ଷ ଗାନ୍ଧୀମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ। ସ୍ୱାଧୀନତା ଦିବସ ପରେଡରେ ଭାଗ ନେବେ ୪୦ଟି କଣ୍ଟିଜେଣ୍ଟ। ଏହି ସମାରୋହରେ ପତ୍ତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। । ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଆଜି ରାଜ୍ୟ ଗୃହ ବିଭାଗ ଓ ସୂଚନା ଏବଂ ଲୋକ ସମ୍ପର୍କ । 

Advertisment

ବିଭାଗ ସହିତ ଏକ ବୈଠକ ବସିଥିଲା। ଏହି ବୈଠକରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହୋଇଛି। ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପାଇଁ ଅଧିକ ଅର୍ଥ ବ୍ୟୟବରାଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Advertisment

Independence Day
Advertisment
Advertisment