/odishatv-khabar/media/post_attachments/uploadimage/library/16_9/16_9_0/IMAGE_1758174217.jpg)
Subhadra Yojana
୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ । ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (NSAP)ରେ ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଚିଠି ଲେଖିଛି ସାମାଜିକ ସୁରକ୍ଷା ବିଭାଗ।
Advertisment
୬୦ ବର୍ଷ ବୟସ ପରେ MBPY/NSAP ଅଧୀନରେ ସାମାଜିକ ସୁରକ୍ଷା ପେନସନ ପାଇଁ ଯୋଗ୍ୟ ହୋଇପାରିବେ। ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀ ସିଧାସଳଖ MBPY/NSAPରେ ଆସିବେ ନାହିଁ । ସେମାନେ ୬୦ ବର୍ଷ ପରେ ଆବେଦନ କରିବାକୁ ପଡ଼ିବ। ପ୍ରଥମେ ଅଧିକ ବୟସ୍କ, ଦୁର୍ବଳ ଓ ଅପେକ୍ଷା ତାଲିକାରେ ଥିବା ଲୋକଙ୍କୁ ପ୍ରାଥମିକତା ମିଳିବ । ୬୦ ବର୍ଷ ବୟସ ପାଇଁ ସୁଭଦ୍ରାରୁ ୯୩ ହଜାର ହିତାଧିକାରୀ ବାଦ୍ ପଡ଼ିଛନ୍ତି ।
ଅଧିକ ପଢନ୍ତୁ: ରାଜଧାନୀର ଲେଡି କନଷ୍ଟେବଳ ଶୁଭମିତ୍ରାଙ୍କ ହତ୍ୟା ମାମଲା; ବିସ୍ତୃତ ଗୁମର ଖୋଲିବ କମିଶନରେଟ୍ ପୋଲିସ
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)