Advertisment

India Pakistan Airport Security: ଭୁବନେଶ୍ୱର ଏୟାରପୋର୍ଟରେ ହାଇଆଲର୍ଟ; ଚାଲିଛି କଡ଼ାକଡ଼ି ଯାଞ୍ଚ

ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ତୀବ୍ର ରୂପ ନେଉଥିବାରୁ ଦେଶର ବିଭିନ୍ନ ରାଜ୍ୟର ଏୟାରପୋର୍ଟକୁ ହାଇଆଲର୍ଟ ଜାରି କରାଯାଇଛି। ସେହିପରି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ବି ହାଇ ଆଲର୍ଟ ଜାରି କରାଯାଇଛି।

BBSR

BBSR

Advertisment

ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ତୀବ୍ର ରୂପ ନେଉଥିବାରୁ ଦେଶର ବିଭିନ୍ନ ରାଜ୍ୟର ଏୟାରପୋର୍ଟକୁ ହାଇଆଲର୍ଟ ଜାରି କରାଯାଇଛି। ସେହିପରି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ବି ହାଇ ଆଲର୍ଟ ଜାରି କରାଯାଇଛି।

Advertisment

ଅଧିକ ପଢ଼ନ୍ତୁ: ଭାରତ-ପାକିସ୍ତାନ ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କଲେ ଟ୍ରମ୍ପ; କହିଲେ- ଯେସାକୁ ତେସା ନୀତି

ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଥିସହ ସୁରକ୍ଷା କର୍ମୀମାନେ ବିମାନ ବନ୍ଦରରେ ଯାତ୍ରୀମାନଙ୍କର ପରିଚୟ ପତ୍ରକୁ ମଧ୍ୟ କଡ଼ାକଡ଼ି ଭାବେ ଯାଞ୍ଚ କରୁଛନ୍ତି।

Advertisment

ଭାରତର ଅପରେସନ୍ ସିନ୍ଦୂର ପରେ ରକ୍ତ ଚାଉଳ ଚୋବାଉଛି ପାକିସ୍ତାନ। ସାମରିକ ପ୍ରତିଷ୍ଠାନ, ଅନ୍ୟାନ୍ୟ ପ୍ରତିଷ୍ଠାନ ଓ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରୁଛି।ଶତ୍ରୁରାଷ୍ଟ୍ର ପାକିସ୍ତାନ ଦ୍ୱାରା  ବିଭିନ୍ନ ଏୟାରପୋର୍ଟକୁ ଟାର୍ଗେଟ କରାଯାଉଛି। ଗତକାଲି ଜମ୍ମୁର ଏକାଧିକ ସ୍ଥାନକୁ ଟାର୍ଗେଟ କରି ପାକିସ୍ତାନ ରକେଟ ମାଡ଼ କରିଥିଲା । ଏହାପରେ ଜମ୍ମୁ ଏୟାରପୋର୍ଟରେ ସାଇରନ୍ ବାଜିବା ସହ ଜମ୍ମୁକୁ ବ୍ଲାକ ଆଉଟ୍ କରିଦିଆଯାଇଥିଲା । ଭାରତୀୟ ସେନା ପାକିସ୍ତାନକୁ କଡ଼ା ଜବାବ ଦେଇଥିଲା 

ଅଧିକ ପଢ଼ନ୍ତୁ:  ପାକିସ୍ତାନ ଗାଲରେ ପୁଣି ଠାଏ; ଫୁସ୍ ପାକ୍ ମିଜାଇଲ୍, ଜାଣନ୍ତୁ ସୁଦର୍ଶନ ଚକ୍ରର ବିଶେଷତ୍ବ...

Advertisment
Pakistan Bhubaneswar Airport Operation Sindoor
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ