ଅଦ୍ୟତନ ହୋଇଛି
ପରଲୋକରେ ପୁରୀ ଥାଟରାଜା
Advertisment
ପରଲୋକରେ ପୁରୀ ଥାଟରାଜା। ପୁରୀ ଗଜପତି ମହାରାଜଙ୍କ ସାନଭାଇ ତଥା ଥାଟରାଜା ରଣାର୍ଣ୍ଣବ ଦେବଙ୍କ ଦେହାନ୍ତ ହୋଇଛି । ୬୭ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଅସୁସ୍ଥତା ଯୋଗୁଁ ଗତ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଛି । ଥାଟରାଜା ରଣାର୍ଣ୍ଣବଙ୍କ ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତେବେ ଥାଟରାଜାଙ୍କ ମୃତ୍ୟୁ ଖବରରେ ପୁରୀରେ ଶୋକର ଛାୟା ଖେଳିଯାଇଛି । ସ୍ବର୍ଗଦ୍ବାରଠାରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1750055703.jpg)