Advertisment

ନିଯୁକ୍ତି ପତ୍ର ମିଳିଲା ହେଲେ ହେଉନି ପୋଷ୍ଟିଂ,ଅଗ୍ନିଶମ ଡିଜିଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ନିଯୁକ୍ତି ପତ୍ର ମିଳିଲା ହେଲେ ହେଉନି ପୋଷ୍ଟିଂ । କଟକ ଅଗ୍ନିଶମ ଡିଜିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ । ଫାୟାର ମ୍ୟାନ ଓ ଫାୟାର ମ୍ୟାନ ଡ୍ରାଇଭର ଆଶାୟୀଙ୍କ ଆନ୍ଦୋଳନ । ନିଯୁକ୍ତି ପତ୍ର ମିଳିଥିଲେ ବି ପୋଷ୍ଟିଂ ମିଳୁନଥିବା ଅଭିଯୋଗ ।

author-image
Pallipuspa Samal
ଅଦ୍ୟତନ ହୋଇଛି
Protest

Protest

ନିଯୁକ୍ତି ପତ୍ର ମିଳିଲା ହେଲେ ହେଉନି ପୋଷ୍ଟିଂ । କଟକ ଅଗ୍ନିଶମ ଡିଜିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଲିଛି ଆନ୍ଦୋଳନ । ଫାୟାର ମ୍ୟାନ ଓ ଫାୟାର ମ୍ୟାନ ଡ୍ରାଇଭର ଭାବେ ନିଯୁକ୍ତି ପତ୍ର ମିଳିଥିଲେ ବି ପୋଷ୍ଟିଂ ମିଳୁନଥିବାରୁ ଅଗ୍ନିଶମ ଡିଜିଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି ଶହଶହ ଆଶାୟୀ।

Advertisment

ଗତ ଫେବୃଆରୀ ୧୨ ତାରିଖରେ ଚାକିରିରେ ଯୋଗ ଦେବା ପାଇଁ ବିଭାଗ ପକ୍ଷରୁ ନିଯୁକ୍ତି ପତ୍ର ପାଇଥିଲେ ଶହ ଶହ ପ୍ରାର୍ଥୀ । ହେଲେ ଏହାପରେ ଆଉ ସେମାନଙ୍କୁ ନିଯୁକ୍ତି ଦିଆଯାଉନାହିଁ । ବାରମ୍ବାର ଏ ନେଇ ଅଗ୍ନିଶମ ବିଭାଗର ଡିଜିଙ୍କୁ ଭେଟିବା ସତ୍ତ୍ୱେ ମଧ୍ୟ କୌଣସି ପଦକ୍ଷେପ ନେଉନାହାନ୍ତି। ଏ ନେଇ ଆଜି ଶତାଧିକ ପ୍ରାର୍ଥୀ ଅଗ୍ନିଶମ ଡିଜିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ...

Advertisment

Cuttack Protests
Advertisment
Advertisment