ଅଦ୍ୟତନ ହୋଇଛି
Sarathi Baba
Advertisment
ଜନ୍ମାଷ୍ଟମୀ ଅବସରରେ କେନ୍ଦ୍ରାପଡ଼ା ଜିଲ୍ଲା ବାରିମୂଳରେ ସାରଥୀ ଓରଫ ସନ୍ତୋଷ ରାଉଳଙ୍କ ଅନୁଗତ ପୂଜାର୍ଚ୍ଚନା କରିଛନ୍ତି । ସାରଥୀଙ୍କ କିଛି ଅନୁଗତ ଏକାଠି ହୋଇ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଆୟୋଜନ କରିଛନ୍ତି । ଏହା ସହିତ ହୋମ ଯଜ୍ଞ ମଧ୍ୟ କରିଛନ୍ତି । ସେହିପରି ପାରାଦୀପ ପିପ୍ପଳ ଗାଁରେ ନନ୍ଦୋତ୍ସବ ପାଳନ ଅବସରରେ ସିଂହାସନରେ ଶ୍ରୀକୃଷ୍ଣଙ୍କ ମୂର୍ତ୍ତି ସହ ସାରଥୀଙ୍କ ଫଟୋ ରଖି ପୂଜାର୍ଚ୍ଚନା କରାଯାଇଛି । ଏହି କାର୍ଯ୍ୟକ୍ରମରେ ପାରାଦୀପ ଓ କେନ୍ଦ୍ରାପଡ଼ା ଅଞ୍ଚଳରୁ ଶତାଧିକ ସାରଥୀ ଅନୁଗତ ଯୋଗଦେଇଥିଲେ । ହୋମ, ଧ୍ୟାନ, ସାମୁହିକ ପ୍ରାର୍ଥନା, ଶ୍ରୀକୃଷ୍ଣଙ୍କ ପୂଜା କରାଯାଉଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1694089147.jpg)