/odishatv-khabar/media/post_attachments/uploadimage/library/16_9/16_9_0/IMAGE_1626800453.jpg)
Barsha Anubhab
ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ବିବାଦ ମାମଲାରେ ନୂଆମୋଡ଼ । ସୋସିଆଲ ମିଡିଆରେ ପୋଷ୍ଟ କରି ତାଙ୍କ ଜୀବନରୁ ଓହରି ଯିବା ଲାଗି ବର୍ଷା ପ୍ରିୟଦର୍ଶିନୀଙ୍କୁ ଅନୁରୋଧ କରିଛନ୍ତି ଅନୁଭବ । ପିତାମାତା ସବୁବେଳେ ପିଲାଙ୍କର ଭଲ ଚାହାନ୍ତି । ଆଉ ଆମେ ଜାଣିଛେ କିଏ ଠିକ୍ ଏବଂ କିଏ ଭୁଲ୍ । ମୋ ବାପା ଏବେ ଆଇସିୟୁରେ ଆଡ୍ ମିଟ୍ ଅଛନ୍ତି ବୋଲି ଅନୁଭବ ପୋଷ୍ଟ କରିଛନ୍ତି । ଏଭଳି ସ୍ଥିତିରେ ସେ କାଳ ବିଳମ୍ବ ନକରି ତୁରନ୍ତ ତାଙ୍କ ଜୀବନରୁ ଓହରି ଯାଆନ୍ତୁ ବୋଲି ଅନୁଭବ ଲେଖିଛନ୍ତି । ସବୁକିଛି ଶେଷ ହୋଇଯିବା ପୂର୍ବରୁ ମୋ ବାପା ମାଆଙ୍କୁ ଶାନ୍ତିରେ ନିଃଶ୍ୱାସ ମାରିବାକୁ ଦିଅନ୍ତୁ ବୋଲି ବର୍ଷାଙ୍କ ଉଦ୍ଦେଶ୍ୟରେ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି ଅନୁଭବ । ଏନେଇ ବର୍ଷାଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।
Parents always want children’s happiness. We know who’s right & who’s wrong! My father is in ICU & very critical. I beg u with folded hands to please split amicably without delay🙏🏻 Plz let my parents breathe freely before time ends 4ever!
Mahaprabhu’ll bless u🙏🏻@VarshaPriyadar3— Anubhav Mohanty (@AnubhavMohanty_) March 14, 2023
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)