Chief Justice
Advertisment
ଅବସର ଗ୍ରହଣ କରିବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର। ଆସନ୍ତା ୪ରେ ଅବସର ଗ୍ରହଣ କରିବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର। ଜଷ୍ଟିସ୍ ତାଳପତ୍ରଙ୍କ ସ୍ଥାନରେ ମୁଖ୍ୟ ବିଚାରପତି ଦାୟିତ୍ୱରେ ରହିବେ ଜଷ୍ଟିସ୍ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ। ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ। ନୂତନ ଦାୟିତ୍ବ ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1696008916.jpg)