Advertisment

ସରିଲା ପକ୍ଷୀ ଗଣନା; ଏଥର ୧୮୭ ପ୍ରଜାତିର ୧୧ଲକ୍ଷ ୩୭ ହଜାର ୭୫୯ ପକ୍ଷୀ

୧୦ ବର୍ଷ ପରେ ଏଥର ପାଲାସ ଫିସ୍ ଇଗଲ ପକ୍ଷୀ ଚିଲିକାରେ ଦେଖାଦେଇଛି।

Chilika Bird Census

Chilika Bird Census

Advertisment

ଏଥର ଚିଲିକାକୁ ଆସିଛନ୍ତି ୫ ହଜାର ୮୩୦ ଅଧିକ ପକ୍ଷୀ। ଆଜି ପକ୍ଷୀ ଗଣନା ଶେଷ ହୋଇଥିବା ବେଳେ ଅଧିକ ସଂଖ୍ୟକ ପକ୍ଷୀ ଚିଲିକାକୁ ଆସିଥିବା ଜଣାପଡିଛି। ଏଥର ଆସିଛନ୍ତି ୧୮୭ ପ୍ରଜାତିର ୧୧ଲକ୍ଷ ୩୭ ହଜାର ୭୫୯ ପକ୍ଷୀ। ଗତବର୍ଷ ୧୮୪ ପ୍ରଜାତିର ୧୧ଲକ୍ଷ ୩୧ ହଜାର ୯୨୯ ପକ୍ଷୀ ଆସିଥିଲେ। ଏଥର କେବଳ ନଳବଣରେ ୩ ଲକ୍ଷ ୪୨ ହଜାର ୮୯୭ ପକ୍ଷୀଙ୍କ ସମାଗମ ଦେଖିବାକୁ ମିଳିଛି। ଗଣନାରେ ନର୍ଦର୍ଣ୍ଣ ପିନଟେଲ୍ ପ୍ରଜାତିର ପକ୍ଷୀଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏମାନଙ୍କ ସଂଖ୍ୟା ହେଲା ୨ ଲକ୍ଷ ୧୮ ହଜାର ୬୫୦। ସେହିପରି ୧୦ ବର୍ଷ ପରେ ଏଥର ପାଲାସ ଫିସ୍ ଇଗଲ ପକ୍ଷୀ ଚିଲିକାରେ ଦେଖାଦେଇଛି।

Advertisment

Chilika Banpur Chilika Bird Census
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ