• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

କାଲିଠାରୁ ଚନ୍ଦ୍ର ପାଖରେ ଦିଶିବ ଶୁକ୍ର। ଜୁନ ୧୫ ଯାଏଁ ଚନ୍ଦ୍ରର ଅତି ନିକଟରୁ ଦେଖାଯିବ ଶୁକ୍ର। ପ୍ରତିଦିନ ସନ୍ଧ୍ୟାରେ ପ୍ରାୟ ୨ ଘଣ୍ଟା ଶୁକ୍ରକୁ ପଶ୍ଚିମ ଆକାଶରେ ଦେଖିହେବ। ଆକାଶ ନିର୍ମଳ ଥିଲେ ସନ୍ଧ୍ୟା ୬ଟା ୩୦ରୁ ୯ଟା ୧୫ ଯାଏଁ ଦେଖିହେବ । ଏହି ମହାଜାଗତିକ ଦୃଶ୍ୟ ଦେଖିବାକୁ ପ୍ଲାନେଟାରିୟମ ପକ୍ଷରୁ ବ୍ୟବସ୍ଥା ହୋଇଛି । ଆସନ୍ତାକାଲି ସନ୍ଧ୍ୟା ୬ଟା ୩୦ରୁ ୮ଟା ଯାଏଁ ଶୁକ୍ର ଗ୍ରହକୁ ଦେଖିବାର ବ୍ୟବସ୍ଥା କରାଯାଇଛି । 

OTV is now on Whatsapp

Join and get latest news update delivered to you via whatsapp

Join Now