/odishatv-khabar/media/post_attachments/uploadimage/library/16_9/16_9_0/IMAGE_1684750782.jpg)
Moon - Venus
କାଲିଠାରୁ ଚନ୍ଦ୍ର ପାଖରେ ଦିଶିବ ଶୁକ୍ର। ଜୁନ ୧୫ ଯାଏଁ ଚନ୍ଦ୍ରର ଅତି ନିକଟରୁ ଦେଖାଯିବ ଶୁକ୍ର। ପ୍ରତିଦିନ ସନ୍ଧ୍ୟାରେ ପ୍ରାୟ ୨ ଘଣ୍ଟା ଶୁକ୍ରକୁ ପଶ୍ଚିମ ଆକାଶରେ ଦେଖିହେବ। ଆକାଶ ନିର୍ମଳ ଥିଲେ ସନ୍ଧ୍ୟା ୬ଟା ୩୦ରୁ ୯ଟା ୧୫ ଯାଏଁ ଦେଖିହେବ । ଏହି ମହାଜାଗତିକ ଦୃଶ୍ୟ ଦେଖିବାକୁ ପ୍ଲାନେଟାରିୟମ ପକ୍ଷରୁ ବ୍ୟବସ୍ଥା ହୋଇଛି । ଆସନ୍ତାକାଲି ସନ୍ଧ୍ୟା ୬ଟା ୩୦ରୁ ୮ଟା ଯାଏଁ ଶୁକ୍ର ଗ୍ରହକୁ ଦେଖିବାର ବ୍ୟବସ୍ଥା କରାଯାଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)